ଭୁବନେଶ୍ୱର, ଅକ୍ଟୋବର ୫: ରାଜ୍ୟରେ ଦିନକୁ ଦିନ ଅପରାଧର ଚେର ଲମ୍ବୁଥିବା ବେଳେ ପ୍ରତିଥର ପୋଲିସ୍ ର କାର୍ଯ୍ୟକାରିତାକୁ ନେଇ ଉଠୁଛି ପ୍ରଶ୍ନ ତେଣୁ ଅପରାଧ ଭିର୍ତ୍ତିକ ବିଭିନ୍ନ କାର୍ଯ୍ୟ ଉପରେ ନିୟନ୍ତ୍ରଣ ଲଗାଇବା ପାଇଁ ତତ୍ପର ହୋଇ ଉଠିଛନ୍ତି ସରକାର । ତେଣୁ ଓଡ଼ିଶା ପୋଲିସର ୨୧୬ଟି ଫାଣ୍ଡି ଦାୟିତ୍ୱ ରେ ଏଣିକି ସବ୍ଇନ୍ସପେକ୍ଟର ମାନେ ରହିବା ନେଇ ଏଭଳି ପ୍ରସ୍ତାବ କୁ ଅନୁମୋଦନ କରିଛନ୍ତି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ ।
ପୂର୍ବରୁ ସହକାରୀ ସଵ୍ ଇନ୍ସପେକ୍ଟର ମାନେ ଫାଣ୍ଡି ଦାୟିତ୍ୱ ରେ ରହୁଥିଲେ। କମିଶନରେଟ୍ ପୋଲିସ ଠାରୁ ଆରମ୍ଭ କରି ବିଭିନ୍ନ ଜିଲ୍ଲା ପୋଲିସ ଓ ରେଲୱେ ପୋଲିସ ଦ୍ବାରା ପରିଚାଳିତ ପୋଲିସ ଫାଣ୍ଡି ମାନଙ୍କରେ ସଵ୍ ଇନସପେକ୍ଟର ମାନଙ୍କୁ ନିଯୁକ୍ତି ଦିଆଯିବ। ଯାହାଫଳରେ ଅପରାଧ ସାମ୍ରାଜ୍ୟରେ ରୋକ୍ ଲାଗିପାରିବ ।
More Stories
ପୋଲିସ ଓ ଅବକାରୀ ବିଭାଗ ମିଳିତରେ ୨୪ ଶହରୁ ଉର୍ଦ୍ଧ୍ବ ଗଞ୍ଜେଇ ଗଛ ପୋଡ଼ି ନଷ୍ଟ*
ଭତ୍ତା ଟଙ୍କା ଆଣିବାକୁ ଯାଇ ମୃତ୍ୟୁ ବରଣ କଲେ ବୃଦ୍ଧା*