କରଞ୍ଜିଆ : ଡିଲ୍ ବେଳେ ମାଡିବସିଲେ। ଜବତ ହେଲା ବାଘ ନଖ, ଦାନ୍ତ ଓ ହାଡ଼। ଘଟଣାରେ ୨ ଜଣଙ୍କୁ ଗିରଫ କରାଯାଇଛି। କରଞ୍ଜିଆ ବନଖଣ୍ଡ ଅନ୍ତର୍ଗତ ଦୁଧିଆଣି ବନାଞ୍ଚଳ ଯଶିପୁର ପୁରୁଣା ବସ୍ଷ୍ଟାଣ୍ଡ ନିକଟରୁ ବାଘ ଛାଲ ଡିଲ୍ ବେଳେ ବନ୍ୟଜନ୍ତୁ ଅପରାଧ ନିୟନ୍ତ୍ରଣ ବ୍ୟୁରୋ, କେନ୍ଦୁଝର ବନଖଣ୍ଡ ଓ କରଞ୍ଜିଆ ବନଖଣ୍ଡ କାର୍ଯ୍ୟାଳୟ ପକ୍ଷରୁ ମିଳିତ ଚଢାଉ କରାଯାଇଥିଲା।
More Stories
ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ ଭାନୁମତୀ ଟୁଡୁ
ଲଗାଣ ବର୍ଷାରେ ଭାଙ୍ଗିଲା ୧୫ରୁ ଅଧିକ ଘର,କ୍ଷତିଗ୍ରସ୍ତ ପରିବାରଙ୍କୁ ରନ୍ଧାଖାଦ୍ୟ ବଣ୍ଟନ