ନୂଆଦିଲ୍ଲୀ ୦୪/୦୫: ଉପର ତଳ କରୋନା ଗ୍ରାଫ୍। ଦେଶରେ ପୁଣି କାୟା ମେଲାଇଛି ସଂକ୍ରମଣ। ଏବେ କରୋନା ସଂକ୍ରମଣ କମିବା ପରେ ବଢିବା ଆରମ୍ଭ କରିଛି । ମୃତ୍ୟୁସଂଖ୍ୟା ବି ବଢିଛି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ପରେ ଦୁଇ ହଜାର ତଳକୁ ଖସିବା ପରେ ପୁଣି ବଢିଛି। ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୩୨୦୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏବେସୁଦ୍ଧା ଦେଶରେ ପ୍ରାୟ ୪ କୋଟି ୩୦ ଲକ୍ଷ ୮୮ ହଜାରରୁ ଅଧିକ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।
More Stories
ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ ଭାନୁମତୀ ଟୁଡୁ
ଲଗାଣ ବର୍ଷାରେ ଭାଙ୍ଗିଲା ୧୫ରୁ ଅଧିକ ଘର,କ୍ଷତିଗ୍ରସ୍ତ ପରିବାରଙ୍କୁ ରନ୍ଧାଖାଦ୍ୟ ବଣ୍ଟନ