ନୂଆଦିଲ୍ଲୀ: ଆଜି ୫ଟି ରାଜ୍ୟରେ ଭୋଟ ଗଣତି ଚାଲିଥିବା ବେଳେ ପ୍ରାରମ୍ଭିକ ଟ୍ରେଣ୍ଡ ଅନୁଯାୟୀ, ରେସ୍ରେ ପଛରେ ପଡ଼ି ଯାଇଛନ୍ତି ୩ ରାଜ୍ୟର ମୁଖ୍ୟମନ୍ତ୍ରୀ । ପଞ୍ଜାବ, ଉତ୍ତରାଖଣ୍ଡ ଓ ଗୋଆ ମୁଖ୍ୟମନ୍ତ୍ରୀ ନିଜ ନିଜ ଆସନରେ ପଛରେ ଚାଲିଛନ୍ତି। ନୂଆଦିଲ୍ଲୀ: ଆଜି ୫ଟି ରାଜ୍ୟରେ ଭୋଟ ଗଣତି ଚାଲିଥିବା ବେଳେ ପ୍ରାରମ୍ଭିକ ଟ୍ରେଣ୍ଡ ଅନୁଯାୟୀ, ରେସ୍ରେ ପଛରେ ପଡ଼ି ଯାଇଛନ୍ତି ୩ ରାଜ୍ୟର ମୁଖ୍ୟମନ୍ତ୍ରୀ । ପଞ୍ଜାବ, ଉତ୍ତରାଖଣ୍ଡ ଓ ଗୋଆ ମୁଖ୍ୟମନ୍ତ୍ରୀ ନିଜ ନିଜ ଆସନରେ ପଛରେ ଚାଲିଛନ୍ତି।
More Stories
ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ ଭାନୁମତୀ ଟୁଡୁ
ଲଗାଣ ବର୍ଷାରେ ଭାଙ୍ଗିଲା ୧୫ରୁ ଅଧିକ ଘର,କ୍ଷତିଗ୍ରସ୍ତ ପରିବାରଙ୍କୁ ରନ୍ଧାଖାଦ୍ୟ ବଣ୍ଟନ