ଭୁବନେଶ୍ବର : ଅସହ୍ୟ ତାତିରୁ ମିଳିପାରେ ସାମାନ୍ୟ ଆଶ୍ୱସ୍ତି । ଆସନ୍ତା ଦୁଇଦିନ ରାଜ୍ୟରେ ତାପମାତ୍ରା ସାମାନ୍ୟ କମିବ । ଅନେକ ସ୍ଥାନରେ କାଳବୈଶାଖୀ ସମ୍ଭାବନା ରହିଛି । ଦିନ ତାପମାତ୍ରା ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ଖସିପାରେ । ପୁଣି ୨୪ରୁ ବଢିବ ତାତି । ଗତକାଲି ସୋନପୁରରେ ତାପମାତ୍ରା ୪୪ ଦଶମିକ ୫ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଥିଲା। ସୋନପୁର ରାଜ୍ୟର ସବୁଠୁ ତତଲା ସହର ପାଲଟିଛି । ୬ଟି ସ୍ଥାନରେ ୪୩ ଡିଗ୍ରୀ ପାର କରିଛି ପାରଦ । ୧୯ଟି ସହରରେ ୪୦ ଡିଗ୍ରୀ ଉପରେ ଥିଲା ପାରଦ।
More Stories
ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ ଭାନୁମତୀ ଟୁଡୁ
ଲଗାଣ ବର୍ଷାରେ ଭାଙ୍ଗିଲା ୧୫ରୁ ଅଧିକ ଘର,କ୍ଷତିଗ୍ରସ୍ତ ପରିବାରଙ୍କୁ ରନ୍ଧାଖାଦ୍ୟ ବଣ୍ଟନ